୪
ଗଟେକ୍ ଗାଗଡ୍
୧ ଏ ସବୁର୍ଲାଗି ମାପ୍ରୁର୍ ସେବାକାରିଆ ମୁଇ ବନ୍ଦିଗରେ ଆଚି । ମାପ୍ରୁ ତମ୍କେ କେନ୍ତାରି ଚଲାଚଲ୍ତି କର୍ବାକେ ଡାକ୍ଲାଆଚେ, ସେନ୍ତାରିସେ କରାବଲି ମୁଇ ତମ୍କେ ବାବୁଜିଆ କଲିନି । ୨ ✡କଲସିଅ ୩:୧୨,୧୩ତମେ ଲକ୍ମନର୍ ସଙ୍ଗ୍ ମିସାବିଡା ଅଇଲାବେଲେ, ପୁରାପୁରୁନ୍ ଦରମ୍ ଅଇ ସୁଆଲେ ରୁଆ । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାର୍ପାଇ ସାଆସ୍ ଅଇ, ମୁର୍ଚିକରି ରୁଆ । ୩ ଜନ୍ଟା କି ଗଟେକ୍ ମନ୍ ଅଇକରି ରଇବାକେ ସୁକଲ୍ଆତ୍ମା ଆମ୍କେ ବାନ୍ଦିଆଚେ, ସେନ୍ତାରି ସାନ୍ତି ଅଇକରି ରୁଆ । ୪ ଆମେ ସବୁ ବିସ୍ବାସି ବାଇବଇନିମନ୍ ଗଟେକ୍ ଗାଗଡ୍ ପାରା ଆରି ସବୁଲକ୍ ସମାନ୍ ଆତ୍ମା ମିଲାଇଆଚୁ । ସେନ୍ତାରିସେ ସମାନ୍ ଆସିର୍ବାଦ୍ ମିଲାଇବାକେ ସେ ଆମ୍କେ ଡାକ୍ଲାଆଚେ । ୫ ଆମ୍କେ ଗଟେକ୍ ମାପ୍ରୁ ଆଚେ, ସମାନ୍ ସିକିଆଇ ବିସ୍ବାସ୍ କଲୁନି ଆରି ସମାନ୍ ଡୁବନ୍ ନେଲୁ ଆଚୁ। ୬ ଗଟେକ୍ ପର୍ମେସର୍କେ ଆମେ ଉପାସନା କଲୁନି । ଜେ କି ସବୁର୍ ବାବା ଅଇଆଚେ । ସେ ଆମର୍ ବିତ୍ରେ ରଇକରି ଆରି ଆମ୍କେ ଦେଇକରି ସବୁର୍ ଉପ୍ରେ ସାସନ୍ କଲାନି ।
୭ ମାତର୍ କିରିସ୍ଟ ଆମେ ବିନ୍ ବିନ୍ ଲକ୍କେ ବିନ୍ ବିନ୍ ଦାନ୍ ଦେଲାଆଚେ । ସେଟା କାକେ କେନ୍ତାରି ବାଟା କର୍ବାର୍ ଆଚେ, ସେ ସେ ଟିକ୍ କଲାଆଚେ । ୮ ତେବର୍ ପାଇ ସାସ୍ତରେ ଲେକାଅଇଲା ଆଚେ,
“ସେ ତାର୍ ସତ୍ରୁମନ୍କେ ଆରାଇକରି ଜେଡେବେଲେ ଉଁଚ୍ ରଇବା ଜାଗାଇ ଗାଲା,
ତାର୍ ଆରାଇ ରଇବା ସତ୍ରୁମନ୍କେ ବାନ୍ଦିକରି ନେଲା
ଆରି ତାର୍ ଦାନ୍ ବିନ୍ ବିନ୍ ଲକ୍କେ ଦେଲା ।
୯ “ସେ ଗଟେକ୍ ଉଁଚ୍ ଜାଗାଇ ଗାଲା ।” ଏନ୍ତାରି ଲେକ୍ବା ଅରତ୍ କାଇଟା ? ଏଟାର୍ ଆରତ୍ ଅଇଲାନି, କିରିସ୍ଟ ଉତ୍ରି କରି ଏ ଜଗତେ ଆସି ସାରି ଆଚେ । ୧୦ ଜେ କି ଏ ଜଗତେ ଉତ୍ରି ଆଇଲା, ସେ ସମାନ୍ ଲକ୍ସେ, ସର୍ଗେ ଅନି ଉପ୍ରେ ରଇବା ଜାଗାଇ ଚଗି ଗଲା । ଜେନ୍ତାରି କି ସେ ଗୁଲାଇ ଜଗତ୍କେ ପୁରାପୁରୁନ୍ କର୍ସି ।
୧୧ ସେ ଆକା କେତେ ଲକ୍ମନ୍କେ ପେରିତ୍ ଅଇବାକେ, କେତେଲକ୍କେ ବବିସତ୍ କାତା କଇବାକେ, କେତେଲକ୍କେ ସୁବ୍କବର୍ ଜାନାଇବାଟା ଅଇବାକେ, କେତେଲକ୍କେ ମଣ୍ଡଲି ଚାଲାଇବାକେ ଆରି କେତେଲକ୍କେ ସିକାଇବାକେ ବପୁ ଦେଇ ବାଚ୍ଲାଆଚେ । ୧୨ ପର୍ମେସରର୍ ଲକ୍ମନ୍ ଜେନ୍ତାରି କି ତାକେ ସେବା କରିପାରତ୍, ତାର୍ଲାଗି ଏ ସବୁ ଦାନ୍ ତାର୍ ଲକ୍ମନ୍କେ ଦେଲା । ଏନ୍ତାରି ଅଇ କିରିସ୍ଟର୍ ଗାଗଡ୍ ପାରା ଅଇବା ବିସ୍ବାସିମନ୍ ବପୁ ଅଇ ସିଦ୍ ଅଅତ୍ । ୧୩ ଏନ୍ତାରି ଅଇ ଆମେ ସବୁ ବିସ୍ବାସେ ବଡିକରି ଆରି ପର୍ମେସରର୍ ପଅକେ ଜାନିକରି, ସିଦ୍ ଅଇବୁ । ଆମେ ଜେନ୍ତାରିକି ପୁରାପୁରୁନ୍ କିରିସ୍ଟର୍ ପାରା ଅଇବୁ । ସେ ପୁରାପୁରୁନ୍ ସିଦ୍ ଆଚେ । ୧୪ ତେବେ ଆମେ ସାନ୍ ପିଲାମନର୍ ପାରା ନ ଅଇ କରି, ଜଗତର୍ ମନସ୍ମନର୍ ସିକିଆଇ ଆରି ତାକର୍ ଦଦାପେଲା ଅଇବା ପାରା ବିଚାର୍ନା ଇସାବର୍ ବିନ୍ ବିନ୍ ସିକିଆଇ, ଗାଡର୍ ଲଅଡି ଆରି ମାର୍ବା ପବନ୍ ଜେନ୍ତାରି ଡଙ୍ଗାକେ ଏନେତେନେ କର୍ସି, ସେନ୍ତାରି ତାକର୍ ସିକିଆ ସୁନିକରି ଏନେତେନେ ନ ଅଉଁ । ୧୫ ତାର୍ ବାଦୁଲେ ଆମେ ପର୍ମେସରର୍ ସତ୍ ବିସଇର୍ ଆଲାଦ୍ ଜାନାଉଁ । ସେନ୍ତାରି ମୁଣ୍ଡ୍ ଇସାବେ ରଇବା କିରିସ୍ଟର୍ ପାରା ଆମେ ସବୁ ବିସଇତେଇ ସିଦ୍ ଅଇ, ତାର୍ ପାରା ଅଇବୁ ।
୧୬ ✡କଲସିଅ ୨:୧୯ କାଇକେବଇଲେ କିରିସ୍ଟ ତାର୍ ସବୁ ଲକ୍ମନ୍କେ ମିସାଇକରି ସଙ୍ଗଇ ଆଚେ । ଗଟେକ୍ ଗାଗଡର୍ ସନ୍ଦି ଜେନ୍ତିକି ସେ ଗାଗଡର୍ ସବୁ ବାଗ୍କେ ମିସାଇକରି ସଙ୍ଗଇସି, ସେନ୍ତାରିସେ ଗାଗଡର୍ ଗଟେକ୍ ଗଟେକ୍ ବାଗ୍ ନିଜର୍ ନିଜର୍ କାମ୍ କଲେ, ଗୁଲାଇ ଗାଗଡ୍ ବଡିକରି ବପୁ ଅଇସି ।
କିରିସ୍ଟର୍ ଲଗେ ନୁଆଜିବନ୍
୧୭ ତେବର୍ ପାଇ ମାପ୍ରୁର୍ ନାଉଁଦାରି ମୁଇ ତମ୍କେ ଜାଗର୍ତା କରିଦେଲିନି । ତମେ ଆରି ପର୍ମେସର୍କେ ନାଜାନ୍ଲା ଲକର୍ପାରା ଚଲାଚଲ୍ତି କରା ନାଇ । ୧୮ ସେମନ୍ ଚିନ୍ତାକର୍ବାଟା ଚୁଚାଇସେ । ସେମନ୍ ପର୍ମେସରର୍ ବିସଇ ବୁଜି ନାପାରତ୍ । ଆରି ସେ ଦେଇରଇବା ଜିବନେ ଅନି ଦୁରିକେ ଆଚତ୍ । ସେମନ୍ ତାକର୍ ମନ୍ ଡାଟ୍ କଲାର୍ପାଇ ତାକେ ନାଜାନତ୍ । ୧୯ ସେମନ୍ ପାପ୍ କାମ୍ କଲେ ମିସା, ବୁଲ୍ କଲି ବଲି ଲାଜ୍ କି ଦୁକ୍ ନ ଅଅତ୍ । ତେବର୍ପାଇ ସବୁରକାମର୍ ବେସିଆ କାମ୍ କର୍ବାଟାନେ ସର୍ପିଅଇ ଆଚତ୍ । ଏନ୍ତାରି କାମ୍ କରି କରି ଆରି କର୍ବାକେସେ ଲାଲ୍ସା ଅଇ ଆଚତ୍ ।
୨୦ ମାତର୍ ତମେ କିରିସ୍ଟର୍ ଟାନେଅନି ସେନ୍ତାରି ସିକିଆ ସିକାସ୍ ନାଇ । ୨୧ ତମେ ଜେଡେବେଲେ ତାର୍ ବିସଇ ସୁନିକରି ସିକ୍ଲାସ୍, ସେଟା ତାର୍ ସତ୍ ସିକିଆଇଅନି ସିକ୍ଲାସ୍ । ୨୨ ✡କଲସିଅ ୩:୯ଆଗ୍ତୁ ଜନ୍ ପୁର୍ନା ଚଲାଚଲ୍ତି କରି ତମେ ଜିଉନା କାଉନା କର୍ତେ ରଇଲାସ୍, ସେଟା ଚାଡ୍ବାକେ ତମ୍କେ ସିକାଇ ରଇଲାଇ । ତମର୍ ମନେ କାରାପ୍ ଚିନ୍ତା ଆଇବାଟା, ତମ୍କେ ନାଡାଇକରି ତମର୍ ଜିବନ୍ ନସାଇ ଦେଲାଇ । ୨୩ ତମେ ଚିନ୍ତା କର୍ବାଟା ପର୍ମେସର୍ ନୁଆକରି ବାଦ୍ଲାଇବାକେ ତାକେ ସର୍ପି ଦିଆସ୍ ବଲି ସିକାଇଲାଇ ଆଚତ୍ । ୨୪ ✡କଲସିଅ ୩:୧୦ ପର୍ମେସର୍ ତମ୍କେ ତାକର୍ ଗୁନ୍ଚଲନ୍ ପାରା ରଇବା ନୁଆ ଗୁନ୍ଚଲନ୍ ଦେଲାଆଚେ । ତେବର୍ପାଇ ସେ ରକାମ୍ ଚଲାଚଲ୍ତି କରା । ପୁରାପୁରୁନ୍ ଦରମ୍ ଅଇକରି ସୁକଲ୍ ଅଇରୁଆ ।
୨୫ ତମର୍ ବିତ୍ରେ ମିଚ୍ କଇବାଟା ଚାଡିଦିଆସ୍, ନିଜର୍ ନିଜର୍ ବିତ୍ରେ ସତ୍ କୁଆକୁଇ ଉଆ । କାଇକେବଇଲେ ଆମେ ସବୁଲକ୍ ଗଟେକ୍ ଗାଗଡର୍ ବିନ୍ ବିନ୍ ବାଗ୍ ଅଇଲୁଆଚୁ । ୨୬ ଜେଡେବେଲେ ରିସା ଆଇଲେ, ସେଡେବେଲେ ପାପ୍କରା ନାଇ । ବେଲ୍ ନ ବୁଡ୍ତେ ତମର୍ ରିସା ଚାଡି ଦିଆସ୍ । ୨୭ ତମ୍କେ ପାପ୍ କରାଇବା ସଇତାନ୍କେ ଜାଗା ଦିଆସ୍ନାଇ । ୨୮ ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି । ୨୯ ଜନ୍ କାତା ବିନ୍ଲକ୍ମନ୍କେ ଲଡାକେ ନ ଆସେ, ସେନ୍ତାରି କାତା ତମର୍ ଟଣ୍ଡେ ଅନି ନ ବାରଅ । ତାର୍ବାଦୁଲେ ସେମନ୍କେ ସାର୍ଦା କରାଇ ବପୁ ଆଇବା କାତା କୁଆ । ଜେନ୍ତାରିକି ସୁନ୍ବା ଲକ୍ମନ୍ ତାକର୍ ଲଡାକେ ଆଇବା ବେଲାଇ ସେଟା ସୁନିକରି ସାର୍ଦା ଅଇବାଇ । ୩୦ ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ । ୩୧ ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ । ୩୨ ✡କଲସିଅ ୩:୧୩ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।